Deuteronomy 2:6 — Compare Translations
5 translations compared side by side
Odia - 1840
"ଏଷୌର ଲୋକମାନଙ୍କୁ, ତୁମ୍ଭମାନେେ ଖାଉଥିବା ଖାଦ୍ୟ ଓ ପିଉଥିବା ପାଣି ପାଇଁ ମକ୍ସ୍ଟଦ୍ରା ଦବୋକକ୍ସ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ରୂପା ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌର ଲୋକମାନଙ୍କୁ, ତୁମ୍ଭେମାନେ ଖାଉଥିବା ଖାଦ୍ୟ ଓ ପିଉଥିବା ପାଣି ପାଇଁ ମୁଦ୍ରା ଦେବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।