Deuteronomy 2:7 — Compare Translations
5 translations compared side by side
Odia - 1840
"ମନରେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ହସ୍ତର ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ ପ୍ରାନ୍ତର ରେ ୟିବାର ସେ ମଧ୍ଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଦୀର୍ଘ ଚାଳିଶ ବର୍ଷ ଧରି ତୁମ୍ଭର ସହାୟ ହାଇେ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାଁନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ଯିବାର ସେ ମଧ୍ୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଦୀର୍ଘ ଗ୍ଭଳିଶ୍ ବର୍ଷ ଧରି ତୁମ୍ଭର ସହାୟ ହୋଇ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)