Deuteronomy 2:8 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭମାନେେ ଆମ୍ଭର ଭାତୃଗଣ ସଯେୀର ନିବାସୀ ଏଷୌମାନଙ୍କ ପାଖଦଇେ ଗଲକ୍ସ୍ଟ, ସଠାେରକ୍ସ୍ଟ ଏଲତ୍ ଓ ଇତସିୟୋନ-ଗବରେ ପଦାଭୂମିରେ ପଥଠାରକ୍ସ୍ଟ ୟାତ୍ରାକରି ସଠାେରକ୍ସ୍ଟ ଆମ୍ଭେ ଫରେି ମାୟୋବ ପ୍ରାନ୍ତର ପଥଦଇେ ୟାତ୍ରା କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ । ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଆମ୍ଭେମାନେ ଆମ୍ଭର ଭାତୃଗଣ ସେୟୀର ନିବାସୀ ଏଷୌମାନଙ୍କ ପାଖଦେଇ ଗଲୁ, ସେଠାରୁ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିରେ ପଥଠାରୁ ଯାତ୍ରା କରି ସେଠାରୁ ଆମ୍ଭେ ଫେରି ମୋୟାବ ପ୍ରାନ୍ତର ପଥଦେଇ ଯାତ୍ରା କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।