Deuteronomy 2:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ କହିଲେ, ' ମାୟୋବର ଲୋକମାନଙ୍କର କ୍ଷତି କର ନାହିଁ। ସମାନଙ୍କେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କର ନାହିଁ। ମୁ ସମାନଙ୍କେର କୌଣସି ଭୂମି ତୁମ୍ଭମାନଙ୍କୁ ଦବେି ନାହିଁ। ସମାନେେ ଲୋଟର ଭବିଷ୍ଯଦ୍ ବଂଶଧର। ମୁ ସମାନଙ୍କେୁ ଆର ନଗର ସମାନଙ୍କେର ବଂଶଧର ରୂପେ ଦଇେଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋତେ କହିଲେ, ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ ଲଗାଅ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆରଠାରେ ଇସ୍ରାଏଲ “ସଦାପ୍ରଭୁ ମୋତେ କହିଲେ, ‘ମୋୟାବର ଲୋକମାନଙ୍କର କ୍ଷତି କର ନାହିଁ। ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ମୁଁ ସେମାନଙ୍କର କୌଣସି ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। ସେମାନେ ଲୋଟର ଭବିଷ୍ୟଦ୍ ବଂଶଧର। ମୁଁ ସେମାନଙ୍କୁ ଆର ନଗର ସେମାନଙ୍କର ବଂଶଧର ରୂପେ ଦେଇଅଛି।‌’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
Odia IRV 2017 (ଓଡିଆ ବାଇବେଲ)