Deuteronomy 20:1 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ଵ ଓ ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ । କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧର ନିୟମ “ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।