Deuteronomy 20:10 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭମାନେେ ଗୋଟିଏ ନଗରକକ୍ସ୍ଟ ଆକ୍ରମଣ କରିବାକୁ ୟିବ ପ୍ରଥମେ ତାଙ୍କୁ ସନ୍ଧିର କଥା ଘାଷେଣା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେମାନେ ଗୋଟିଏ ନଗରକୁ ଆକ୍ରମଣ କରିବାକୁ ଯିବ ପ୍ରଥମେ ତାଙ୍କୁ ସନ୍ଧିର କଥା ଘୋଷଣା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।