Deuteronomy 20:11 — Compare Translations

5 translations compared side by side

Odia - 1840
"ଯଦି ସମାନେେ ତୁମ୍ଭମାନଙ୍କ ସନ୍ଧି ରେ ରାଜି ହାଇେ ତୁମ୍ଭମାନଙ୍କ ନଗର ଗକ୍ସ୍ଟଡିକ ପାଇଁ ଦ୍ବାର ଉନ୍ମୁକ୍ତ କରନ୍ତି, ତବେେ ସହେି ସହରର ସମସ୍ତ ଲୋକମାନେ ତକ୍ସ୍ଟମ୍ଭ ପାଇଁ କାମ କରିବାକୁ ବାଧ୍ଯ ଏବଂ ତୁମ୍ଭମାନଙ୍କର ଦାସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ଵାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭକୁ କର ଦେବେ ଓ ତୁମ୍ଭର ସେବା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ତୁମ୍ଭମାନଙ୍କ ସନ୍ଧିରେ ରାଜି ହୋଇ ତୁମ୍ଭମାନଙ୍କ ନଗର ଗୁଡ଼ିକ ପାଇଁ ଦ୍ୱାର ଉନ୍ମୁକ୍ତ କରନ୍ତି, ତେବେ ସେହି ସହରର ସମସ୍ତ ଲୋକମାନେ ତୁମ୍ଭ ପାଇଁ କାମ କରିବାକୁ ବାଧ୍ୟ ଏବଂ ତୁମ୍ଭମାନଙ୍କର ଦାସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।