Deuteronomy 20:12 — Compare Translations

5 translations compared side by side

Odia - 1840
"ଯଦି ସହେି ନଗରର ଲୋକମାନେ ତୁମ୍ଭର ସନ୍ଧି ରେ ରାଜି ନହକ୍ସ୍ଟଅନ୍ତି। ତୁମ୍ଭମାନଙ୍କ ସହିତ ୟକ୍ସ୍ଟଦ୍ଧ କରନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଘରେି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେହି ନଗରର ଲୋକମାନେ ତୁମ୍ଭର ସନ୍ଧିରେ ରାଜି ନ ହୁଅନ୍ତି। ତୁମ୍ଭମାନଙ୍କ ସହିତ ଯୁଦ୍ଧ କରନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଘେରି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।