Deuteronomy 20:13 — Compare Translations
5 translations compared side by side
Odia - 1840
"ଯେତବେେଳେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାହା ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବେ, ସେତବେେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କକ୍ସ୍ଟ ଖଣ୍ତା ରେ ହାଣି ହତ୍ଯା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ଼୍ଗଧାରରେ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଣ୍ଡାରେ ହାଣି ହତ୍ୟା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ।