Deuteronomy 20:14 — Compare Translations
5 translations compared side by side
Odia - 1840
"କିନ୍ତୁ ସ୍ତ୍ର, ପିଲା, ଗାଈଗୋରୁ ଓ ସମସ୍ତ ଦ୍ରବ୍ଯ ତକ୍ସ୍ଟମ୍ଭ ନିଜ ପାଇଁ ନଇୟୋଅ। ତୁମ୍ଭେ ଯାହା ବ୍ଯବହାର କରିବାକୁ ଗ୍ଭହିଁ ତୁମ୍ଭର ନବୋ ଓ ବ୍ଯବହାର କରିବା ଉଚିତ୍। ଏହି ସବୁ ଜିନିଷ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯୁଦ୍ଧରୁ ପ୍ରାପ୍ଯ ଦ୍ରବ୍ଯ ରୂପେ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ ଓ ବାଳକମାନଙ୍କୁ ଓ ପଶୁମାନଙ୍କୁ ଓ ନଗରର ସର୍ବସ୍ଵ ଆପଣା ନିମନ୍ତେ ଲୁଟ ସ୍ଵରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସ୍ତ୍ରୀ, ପିଲା, ଗାଈଗୋରୁ ଓ ସମସ୍ତ ଦ୍ରବ୍ୟ ତୁମ୍ଭ ନିଜ ପାଇଁ ନେଇଯାଅ। ତୁମ୍ଭେ ଯାହା ବ୍ୟବହାର କରିବାକୁ ଗ୍ଭହଁ ତୁମ୍ଭର ନେବା ଓ ବ୍ୟବହାର କରିବା ଉଚିତ୍। ଏହିସବୁ ଜିନିଷ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯୁଦ୍ଧରୁ ପ୍ରାପ୍ୟ ଦ୍ରବ୍ୟ ରୂପେ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।