Deuteronomy 20:15 — Compare Translations
5 translations compared side by side
Odia - 1840
"ଯେଉଁ ସବୁ ନଗର ଏହି ପାଖାପାଖି ଗୋଷ୍ଠୀଯମାନଙ୍କର ନକ୍ସ୍ଟ ହେଁ, ତକ୍ସ୍ଟମ୍ଭଠାରକ୍ସ୍ଟ ଅତି ଦୂରବର୍ତ୍ତୀ ସମସ୍ତ ନଗର ପ୍ରତି ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁସବୁ ନଗର ଏହି ପାଖାପାଖି ଗୋଷ୍ଠୀୟମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ସମସ୍ତ ନଗର ପ୍ରତି ଏହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ।