Deuteronomy 20:16 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧିଅରେ ନିଶ୍ବାସଧାରୀ କାହାରିକି ସଜୀବ ରଖିବ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଲୋକ-ମାନଙ୍କର ଯେ ଯେ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ଵାସଧାରୀ କାହାରିକି ସଜୀବ ରଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଶ୍ୱାସଧାରୀ କାହାରିକି ସଜୀବ ରଖିବ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।