Deuteronomy 20:17 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଆଜ୍ଞା ଅନକ୍ସ୍ଟସା ରେ ତୁମ୍ଭେ ସମାନଙ୍କେୁ ହିତ୍ତୀଯ ଓ ଇ ମାରେୀଯ ଓ କିଣାନୀଯ ପରିଷୀଯ ଓ ହିଦ୍ଦୀଯ, ୟିବୂଷୀଯ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବର୍ଜିତ ରୂପେ ବିନାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।