Deuteronomy 20:18 — Compare Translations

5 translations compared side by side

Odia - 1840
"କାରଣ ସମାନେେ ତୁମ୍ଭମାନଙ୍କୁ ଶିକ୍ଷା ଦବେେ ନାହିଁ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବା ପାଇଁ। ସମାନେେ ତାଙ୍କ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଯେଉଁସବୁ ଭୟଙ୍କର କର୍ମମାନ କରିଛନ୍ତି, ତୁମ୍ଭମାନଙ୍କୁ ଏପରି କରିବାକୁ ପ୍ରବର୍ତ୍ତାଇ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ତୁମ୍ଭମାନଙ୍କୁ ଶିକ୍ଷା ଦେବେ ନାହିଁ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବା ପାଇଁ। ସେମାନେ ତାଙ୍କ ଦେବଗଣଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଭୟଙ୍କର କର୍ମମାନ କରିଛନ୍ତି, ତୁମ୍ଭମାନଙ୍କୁ ଏପରି କରିବାକୁ ପ୍ରବର୍ତ୍ତାଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବତାମାନଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।
Odia IRV 2017 (ଓଡିଆ ବାଇବେଲ)
ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।