Deuteronomy 20:19 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭମାନେେ ବାହକ୍ସ୍ଟବଳଦ୍ବାରା ଅବୋରଧ କରିବ। ସେତବେେଳେ ତୁମ୍ଭମାନେେ ନଗରମାନଙ୍କ ରେ ଥିବା ଗଛମାନଙ୍କୁ କାଟିବା ନାହିଁ। ତୁମ୍ଭମାନେେ ତାହାର ଫଳ ଖାଇ ପାରିବ। ସହେି ବୃକ୍ଷମାନେ ତୁମ୍ଭର ଶତୃ ନକ୍ସ୍ଟହଁନ୍ତି ତେଣୁ ସମାନଙ୍କେୁ ତୁମ୍ଭେ କାଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ଵାରା ସେଠା ବୃକ୍ଷମାନ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରିପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ କି ମନୁଷ୍ୟ ଯେ, ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ?
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେମାନେ ବାହୁବଳଦ୍ୱାରା ଅବରୋଧ କରିବ। ସେତେବେଳେ ତୁମ୍ଭେମାନେ ନଗରମାନଙ୍କରେ ଥିବା ଗଛମାନଙ୍କୁ କାଟିବ ନାହିଁ। ତୁମ୍ଭେମାନେ ତାହାର ଫଳ ଖାଇ ପାରିବ। ସେହି ବୃକ୍ଷମାନେ ତୁମ୍ଭର ଶତ୍ରୁ ନୁହନ୍ତି ତେଣୁ ସେମାନଙ୍କୁ ତୁମ୍ଭେ କାଟିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ?