Deuteronomy 20:3 — Compare Translations
5 translations compared side by side
Odia - 1840
"' ହେ ଇଶ୍ରାୟେଲବାସୀ ମାରେ କଥା ଶକ୍ସ୍ଟଣ। ଆଜି ତୁମ୍ଭମାନେେ ତୁମ୍ଭର ଶତୃମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ୟିବ। ତୁମ୍ଭମାନେେ କବେେ ଭୟକରିବ ନାହିଁ, ତୁମ୍ଭମାନଙ୍କେର ହୃଦଯ ଦୁର୍ବଳ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
‘ହେ ଇସ୍ରାଏଲବାସୀ, ମୋର କଥା ଶୁଣ। ଆଜି ତୁମ୍ଭେମାନେ ତୁମ୍ଭର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଯିବ। ତୁମ୍ଭେମାନେ କେବେ ଭୟ କରିବ ନାହିଁ, ତୁମ୍ଭମାନଙ୍କର ହୃଦୟ ଦୁର୍ବଳ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।