Deuteronomy 20:4 — Compare Translations

5 translations compared side by side

Odia - 1840
"କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବେ ଓ ସେ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ଜଯ ୟକ୍ସ୍ଟକ୍ତ କରାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧରେ ସାହାଯ୍ୟ କରିବେ ଓ ସେ ତୁମ୍ଭକୁ ଯୁଦ୍ଧରେ ଜୟ ଯୁକ୍ତ କରାଇବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।