Deuteronomy 20:5 — Compare Translations

5 translations compared side by side

Odia - 1840
"ଅଧକ୍ଷଗଣ ଲୋକମାନଙ୍କୁ କହିବେ, 'କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ତା'ର ଆପଣା ଗୃହକକ୍ସ୍ଟ ଯାଉ। ନଚେତ୍ ସେ ଯବେେ ମରିୟାଏ, ତବେେ ଅନ୍ୟ ଲୋକ ସେ ଗୃହ ରେ ପ୍ରବେଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ‘ଯେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ତା’ର ଆପଣା ଗୃହକୁ ଯାଉ। ନଚେତ୍ ସେ ଯେବେ ମରିଯାଏ, ତେବେ ଅନ୍ୟ ଲୋକ ସେ ଗୃହରେ ପ୍ରବେଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।