Deuteronomy 20:8 — Compare Translations

5 translations compared side by side

Odia - 1840
"ଅଧିକାରୀଗଣ ଲୋକମାନଙ୍କୁ କହିବେ, 'ଭୟାଳୁ ଓ ଦୁର୍ବଳ ହୃଦଯ ଲୋକ କିଏ ଅଛି କି? ସେ ଫରେି ଆପଣା ଗୃହକକ୍ସ୍ଟ ଯାଉ, ଯମେିତି ସେ ତା'ର ଭାଇର ହୃଦଯକକ୍ସ୍ଟ ଭୟା ରେ ତରଳାଇ ନ ଦେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଅଧିକାରୀଗଣ ଲୋକମାନଙ୍କୁ କହିବେ, ‘ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି କି? ସେ ଫେରି ଆପଣା ଗୃହକୁ ଯାଉ, ଯେମିତି ସେ ତା’ର ଭାଇର ହୃଦୟକୁ ଭୟରେ ତରଳାଇ ନ ଦେଉ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।