Deuteronomy 20:9 — Compare Translations

5 translations compared side by side

Odia - 1840
"ଅଧ୍ଯକ୍ଷଗଣ ସୈନ୍ଯମାନଙ୍କ ସହିତ କଥା ସମାଲ୍ଗ କରିବା ପରେ, ସମାନେେ ସୈନ୍ଯ ଉପରେ ସନୋପତିମାନଙ୍କୁ ନିୟକ୍ସ୍ଟକ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧ୍ୟକ୍ଷଗଣ ସୈନ୍ୟମାନଙ୍କ ସହିତ କଥା ସମାପ୍ତ କରିବା ପରେ, ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।