Deuteronomy 21:1 — Compare Translations
5 translations compared side by side
Odia - 1840
"ଧରାଯାଉ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭମାନଙ୍କ ଅଧିକାରାର୍ଥେ ସହେି ଦେଶ ରେ ଯେଉଁ କ୍ଷତେ ଦଇେଛନ୍ତି, ସହେି ଭୂମିର କ୍ଷେତ୍ର ମଧିଅରେ ଯବେେ କୌଣସିଠା ରେ ଏକ ମୃତ ଶରୀର ମିଳେ, ତାକକ୍ସ୍ଟ ହତ୍ଯା କରିଥିବା ଲୋକ ଯଦି ଜଣା ନଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯେବେ କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବ୍ୟକ୍ତି ମୃତ ଅବସ୍ଥାରେ ମିଳେ “ଧରାଯାଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କ ଅଧିକାରାର୍ଥେ ସେହି ଦେଶରେ ଯେଉଁ କ୍ଷେତ ଦେଇଛନ୍ତି, ସେହି ଭୂମିର କ୍ଷେତ୍ର ମଧ୍ୟରେ ଯେବେ କୌଣସିଠାରେ ଏକ ମୃତ ଶରୀର ମିଳେ, ତାକୁ ହତ୍ୟା କରିଥିବା ଲୋକ ଯଦି ଜଣା ନ ପଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,