Deuteronomy 21:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆପଣା ଶତୃମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ଗଲେ ଯଦି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରନ୍ତି ଓ ତୁମ୍ଭମାନେେ ସମାନଙ୍କେୁ ବନ୍ଦୀକରି ଘନେିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧରେ ବନ୍ଦୀ ହୋଇଥିବା ନାରୀ “ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗଲେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେମାନେ ସେମାନଙ୍କୁ ବନ୍ଦୀକରି ଘେନିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ;