Deuteronomy 21:12 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ତାହାକକ୍ସ୍ଟ ଆପଣା ଗୃହକକ୍ସ୍ଟ ଆଣିବ ପକ୍ସ୍ଟଣି ସେ ଆପଣା ମସ୍ତକ ମଣ୍ତନ କରି ନଖ କାଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ତନ କରି ନଖ କାଟିବ;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ତାହାକୁ ଆପଣା ଗୃହକୁ ଆଣିବ ପୁଣି ସେ ଆପଣା ମସ୍ତକ ମଣ୍ତନ କରି ନଖ କାଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;