Deuteronomy 21:13 — Compare Translations

5 translations compared side by side

Odia - 1840
"ଆଉ ତା'ପରେ ସେ ବନ୍ଦୀଥିବା ଅବସ୍ଥା ରେ ପିନ୍ଧିଥିବା ବସ୍ତ୍ର ତ୍ଯାଗ କରି ତକ୍ସ୍ଟମ୍ଭ ଗୃହ ରେ ବାସ କରିବ ଓ ନିଜର ପିତା ଓ ମାତାଙ୍କ ପାଇଁ ଏକମାସ ବିଳାପ କରିବ। ଏହାପରେ ତୁମ୍ଭେ ତା ସହିତ ମିଳାମିଶା ସହବାସ କରିବ ଓ ତା'ର ସ୍ବାମୀ ହବେ ଏବଂ ସେ ତୁମ୍ଭର ସ୍ତ୍ରୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆପଣା ବନ୍ଦୀତ୍ଵାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ ଓ ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ । ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ଵାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତା’ପରେ ସେ ବନ୍ଦୀଥିବା ଅବସ୍ଥାରେ ପିନ୍ଧିଥିବା ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ବାସ କରିବ ଓ ନିଜର ପିତା ଓ ମାତାଙ୍କ ପାଇଁ ଏକ ମାସ ବିଳାପ କରିବ। ଏହା ପରେ ତୁମ୍ଭେ ତା’ ସହିତ ମିଳାମିଶା ସହବାସ କରିବ ଓ ତା’ର ସ୍ୱାମୀ ହେବ ଏବଂ ସେ ତୁମ୍ଭର ସ୍ତ୍ରୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।
Odia IRV 2017 (ଓଡିଆ ବାଇବେଲ)