Deuteronomy 21:14 — Compare Translations
5 translations compared side by side
Odia - 1840
"ଯବେେ ତାହା ଉପରେ ତୁମ୍ଭେ ସନ୍ତକ୍ସ୍ଟଷ୍ଟ ନକ୍ସ୍ଟହଁ, ତବେେ ତୁମ୍ଭେ ତାକକ୍ସ୍ଟ ଛାଡପତ୍ର ଦବେ ଏବଂ ତା'ର ଇଚ୍ଛା ଅନକ୍ସ୍ଟସା ରେ ତାକକ୍ସ୍ଟ ୟିବାକକ୍ସ୍ଟ ଦବେ। ମାତ୍ର ଟଙ୍କା ବିନିମଯ ରେ ତାକକ୍ସ୍ଟ କାହାକକ୍ସ୍ଟ ବିକିବ ନାହିଁ। ତୁମ୍ଭେ ତାପ୍ରତି ଦାସୀପରି ବ୍ଯବହାର କରିବ ନାହିଁ। କାରଣ ତୁମ୍ଭେ ତାହା ସହିତ ସହବାସ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ତାହା ଉପରେ ତୁମ୍ଭେ ସନ୍ତୁଷ୍ଟ ନୁହଁ, ତେବେ ତୁମ୍ଭେ ତାକୁ ଛାଡ଼ପତ୍ର ଦେବ ଏବଂ ତା’ର ଇଚ୍ଛା ଅନୁସାରେ ତାକୁ ଯିବାକୁ ଦେବ। ମାତ୍ର ଟଙ୍କା ବିନିମୟରେ ତାକୁ କାହାକୁ ବିକିବ ନାହିଁ। ତୁମ୍ଭେ ତା’ ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ। କାରଣ ତୁମ୍ଭେ ତାହା ସହିତ ସହବାସ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତାହା ଉପରେ ତୁମ୍ଭର ସନ୍ତୋଷ ନ ହୁଏ, ତେବେ ତାହାର ଇଚ୍ଛାନୁସାରେ ତାହାକୁ ଯିବାକୁ ଦେବ; ମାତ୍ର ତୁମ୍ଭେ ଟଙ୍କା ନେଇ କୌଣସି ପ୍ରକାରେ ତାହାକୁ ବିକିବ ନାହିଁ, ତୁମ୍ଭେ ତାହା ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ, କାରଣ ତୁମ୍ଭେ ତାହାର ସହବାସ କରିଅଛ।
Odia IRV 2017 (ଓଡିଆ ବାଇବେଲ)