Deuteronomy 21:15 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକର ଦକ୍ସ୍ଟଇଟି ସ୍ତ୍ରୀ ଥାଏ, ସେ ଜଣକକ୍ସ୍ଟ ଅନ୍ୟ ଜଣ ଅପେକ୍ଷା ଅଧିକ ଭଲ ପାଉଥାଏ, ଏବଂ ଯଦି ସହେି ଦକ୍ସ୍ଟଇଜଣ ୟାକ ତୁମ୍ଭର ପକ୍ସ୍ଟତ୍ର ସନ୍ତାନ ପ୍ରସବ କରନ୍ତି। ଯଦି ପ୍ରଥମ ପକ୍ସ୍ଟତ୍ରକକ୍ସ୍ଟ ତୁମ୍ଭେ ଭଲ ପାଉ ନ ଥିବ ସ୍ତ୍ରୀ ଜନ୍ମ ଦଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
ଜ୍ୟେଷ୍ଠ ସନ୍ତାନ “ଯଦି କୌଣସି ଲୋକର ଦୁଇଟି ସ୍ତ୍ରୀ ଥାଏ, ସେ ଜଣକୁ ଅନ୍ୟ ଜଣ ଅପେକ୍ଷା ଅଧିକ ଭଲ ପାଉଥାଏ, ଏବଂ ଯଦି ସେହି ଦୁଇଜଣ ଯାକ ତୁମ୍ଭର ପୁତ୍ର ସନ୍ତାନ ପ୍ରସବ କରନ୍ତି। ଯଦି ପ୍ରଥମ ପୁତ୍ରକୁ ତୁମ୍ଭେ ଭଲ ପାଉ ନ ଥିବା ସ୍ତ୍ରୀ ଜନ୍ମ ଦେଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
Odia IRV 2017 (ଓଡିଆ ବାଇବେଲ)
ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;