Deuteronomy 21:16 — Compare Translations

5 translations compared side by side

Odia - 1840
"ଯେତବେେଳେ ସହେି ଲୋକ ତା'ର ସଐତ୍ତି ବାଣ୍ଟିବ ତା'ର ପିଲାମାନଙ୍କ ମଧିଅରେ ଜ୍ଯୈଷ୍ଠତାର ଅଧିକାର ସେ ପ୍ରିଯାର ପକ୍ସ୍ଟତ୍ରକକ୍ସ୍ଟ ଦଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ଵର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେହି ଲୋକ ତା’ର ସମ୍ପତ୍ତି ବାଣ୍ଟିବ ତା’ର ପିଲାମାନଙ୍କ ମଧ୍ୟରେ ଜ୍ୟେଷ୍ଠତାର ଅଧିକାର ସେ ପ୍ରିୟର ପୁତ୍ରକୁ ଦେଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ।