Deuteronomy 21:17 — Compare Translations

5 translations compared side by side

Odia - 1840
"ମାତ୍ର ସେ ଅପ୍ରିଯାର ପକ୍ସ୍ଟତ୍ରକକ୍ସ୍ଟ ଜ୍ଯୈଷ୍ଠ ବୋଲି ସ୍ବୀକାର କରି ଆପଣା ସର୍ବସ୍ବରକ୍ସ୍ଟ ଦକ୍ସ୍ଟଇଗକ୍ସ୍ଟଣ ଅଂଶ ତାହାକକ୍ସ୍ଟ ଦବେ। କାରଣ ସେ ତା'ର ଶକ୍ତିର ପ୍ରଥମଜାତ ସନ୍ତାନ ଓ ଜେଷ୍ଠ ଅଧିକାର ତା'ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ଵୀକାର କରି ଆପଣା ସର୍ବସ୍ଵରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ; ଜ୍ୟେଷ୍ଠାଧିକାର ତାହାରି ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଅପ୍ରିୟର ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବଶ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ। କାରଣ ସେ ତା’ର ଶକ୍ତିର ପ୍ରଥମଜାତ ସନ୍ତାନ ଓ ଜ୍ୟେଷ୍ଠ ଅଧିକାର ତା’ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।