Deuteronomy 21:18 — Compare Translations
5 translations compared side by side
Odia - 1840
" ଯବେେ କାହାର ପକ୍ସ୍ଟତ୍ର ଅବାଧ୍ଯ ଓ ପିତା ମାତାଙ୍କ କଥା ପାଳନ ନ କରେ, ପିତାମାତାଙ୍କ ପ୍ରତି ଅବଜ୍ଞା ପ୍ରଦର୍ଶନ କରେ। ସମାନଙ୍କେ ତାଗିଦ୍ ସତ୍ତ୍ବେ ସେ ତାହାପ୍ରତି କର୍ଣପାତ ମଧ୍ଯ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସନ୍ତାନମାନେ ମାନିବାକୁ ବାରଣ କରନ୍ତି “ଯେବେ କାହାର ପୁତ୍ର ଅବାଧ୍ୟ ଓ ପିତାମାତାଙ୍କ କଥା ପାଳନ ନ କରେ, ପିତାମାତାଙ୍କ ପ୍ରତି ଅବଜ୍ଞା ପ୍ରଦର୍ଶନ କରେ। ସେମାନଙ୍କ ତାଗିଦ୍ସତ୍ତ୍ୱେ ସେ ତାହା ପ୍ରତି କର୍ଣ୍ଣପାତ ମଧ୍ୟ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;
Odia IRV 2017 (ଓଡିଆ ବାଇବେଲ)
ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;