Deuteronomy 21:19 — Compare Translations
5 translations compared side by side
Odia - 1840
"ତବେେ ତାହାର ପିତାମାତା ତାହାକକ୍ସ୍ଟ ଧରି ନଗରସ୍ଥ ଫାଟକ ନିକଟରେ ଥିବା ପ୍ରାଚୀନବର୍ଗଙ୍କ ନିକଟକକ୍ସ୍ଟ ନବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗରଦ୍ଵାରକୁ ନେଇଯିବେ;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତାହାର ପିତାମାତା ତାହାକୁ ଧରି ନଗରସ୍ଥ ଫାଟକ ନିକଟରେ ଥିବା ପ୍ରାଚୀନବର୍ଗଙ୍କ ନିକଟକୁ ନେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗର-ଦ୍ୱାରକୁ ନେଇଯିବେ;
Odia IRV 2017 (ଓଡିଆ ବାଇବେଲ)
ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗରଦ୍ୱାରକୁ ନେଇଯିବେ;