Deuteronomy 21:2 — Compare Translations

5 translations compared side by side

Odia - 1840
"ତବେେ ପ୍ରାଚୀନବର୍ଗ ଓ ବିଗ୍ଭରକର୍ତ୍ତାମାନେ ଯିବେ ଏବଂ ଶବର ଚତକ୍ସ୍ଟପାଶର୍‌ବ ରେ ଥିବା ପ୍ରେତ୍ୟକକ ନଗରକକ୍ସ୍ଟ ମାପିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁଷ୍ପାର୍ଶ୍ଵସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ପ୍ରାଚୀନବର୍ଗ ଓ ବିଗ୍ଭରକର୍ତ୍ତାମାନେ ଯିବେ ଏବଂ ଶବର ଚତୁର୍ପାର୍ଶ୍ୱରେ ଥିବା ପ୍ରତ୍ୟେକ ନଗରକୁ ମାପିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।