Deuteronomy 21:20 — Compare Translations

5 translations compared side by side

Odia - 1840
"ସମାନେେ ନଗରର ପ୍ରାଚୀନବର୍ଗମାନଙ୍କୁ କହନ୍ତକ୍ସ୍ଟ, 'ଆମ୍ଭ ପକ୍ସ୍ଟତ୍ର ଅବାଧ୍ଯ ଓ ଆଦେଶ ପାଳନ ପାଇଁ ଅବଜ୍ଞା କରୁଛି। ସେ ଅତ୍ଯଧିକ ଖାଦ୍ୟ ଓ ପ୍ରଚକ୍ସ୍ଟର ଦ୍ରାକ୍ଷାରସ ପାନ କରୁଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ଲୋଚ୍ଚା ଓ ମଦୁଆ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନଗରର ପ୍ରାଚୀନବର୍ଗମାନଙ୍କୁ କହନ୍ତୁ, ‘ଆମ୍ଭ ପୁତ୍ର ଅବାଧ୍ୟ ଓ ଆଦେଶ ପାଳନ ପାଇଁ ଅବଜ୍ଞା କରୁଛି। ସେ ଅତ୍ୟଧିକ ଖାଦ୍ୟ ଓ ପ୍ରଚୁର ଦ୍ରାକ୍ଷାରସ ପାନ କରୁଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”