Deuteronomy 21:21 — Compare Translations
5 translations compared side by side
Odia - 1840
"ତା'ପରେ ନଗରର ବ୍ଯକ୍ତିମାନେ ତାକକ୍ସ୍ଟ ପଥର ଫିଗିଂ ହତ୍ଯା କରିବା ଉଚିତ୍। ଏହିପରି ଭାବରେ ତୁମ୍ଭେ ଆପଣା ଭିତରକ୍ସ୍ଟ ମନ୍ଦ ଦୂର କରିବା ଉଚିତ୍। ଇଶ୍ରାୟେଲର ଲୋକମାନେ ଏହା ଶକ୍ସ୍ଟଣି ଭୟଭୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନଗରର ବ୍ୟକ୍ତିମାନେ ତାକୁ ପଥର ଫିଙ୍ଗି ହତ୍ୟା କରିବା ଉଚିତ୍। ଏହିପରି ଭାବରେ ତୁମ୍ଭେ ଆପଣା ଭିତରୁ ମନ୍ଦ ଦୂର କରିବା ଉଚିତ୍। ଇସ୍ରାଏଲର ଲୋକମାନେ ଏହା ଶୁଣି ଭୟଭୀତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।