Deuteronomy 21:22 — Compare Translations
5 translations compared side by side
Odia - 1840
"ଯଦି କୌଣସି ବ୍ଯକ୍ତି କୌଣସି ଦୋଷ କରେ ଯାହାକି ମୃତକ୍ସ୍ଟ୍ଯଦଣ୍ତ ଯୋଗ୍ଯ ହକ୍ସ୍ଟଏ, ତାକକ୍ସ୍ଟ ହତ୍ଯା କରିୟିବା ଉଚିତ୍ ଏବଂ ତା'ର ଶରୀରକକ୍ସ୍ଟ ଗୋଟିଏ ଗଛ ରେ ଝକ୍ସ୍ଟଲାଇ ଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କୌଣସି ମନୁଷ୍ୟ ମୃତ୍ୟୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ତ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ଅପରାଧୀମାନଙ୍କୁ ହତ୍ୟାକରି ଗଛରେ ଟଙ୍ଗାଇ ଦିଆଯାଏ “ଯଦି କୌଣସି ବ୍ୟକ୍ତି କୌଣସି ଦୋଷ କରେ ଯାହାକି ମୃତ୍ୟୁଦଣ୍ତ ଯୋଗ୍ୟ ହୁଏ, ତାକୁ ହତ୍ୟା କରାଯିବା ଉଚିତ୍” ଏବଂ ତା’ର ଶରୀରକୁ ଗୋଟିଏ ଗଛରେ ଝୁଲାଇ ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଆଉ କୌଣସି ମନୁଷ୍ୟ ମୃତ୍ୟୁୁଯୋଗ୍ୟ ପାପ କଲେ, ଯେବେ ତାହାର ପ୍ରାଣଦଣ୍ଡ ହୁଏ ଓ ତୁମ୍ଭେ ତାହାକୁ ବୃକ୍ଷରେ ଟଙ୍ଗାଇ ଦିଅ।