Deuteronomy 21:3 — Compare Translations
5 translations compared side by side
Odia - 1840
"ସହେି ମୃତ ଲୋକଠାରକ୍ସ୍ଟ ଯେଉଁ ନଗର ନିକଟବର୍ତ୍ତୀ ହବେ, ତା'ର ପ୍ରାଚୀନବର୍ଗ ଗୋଠରକ୍ସ୍ଟ ଏପରି ବାଛକ୍ସ୍ଟରୀ ନବେେ ଯାହା କବେେ କାମ କରିନାହିଁ କିଅବା ଜକ୍ସ୍ଟଆଳି ଟାଣି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ଵାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମୃତ ଲୋକଠାରୁ ଯେଉଁ ନଗର ନିକଟବର୍ତ୍ତୀ ହେବ, ତା’ର ପ୍ରାଚୀନବର୍ଗ ଗୋଠରୁ ଏପରି ବାଛୁରି ନେବେ ଯାହା କେବେ କାମ କରି ନାହିଁ କିଅବା ଯୁଆଳି ଟାଣି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।