Deuteronomy 21:4 — Compare Translations

5 translations compared side by side

Odia - 1840
"ସହେି ନଗରର ପ୍ରାଚୀନବର୍ଗମାନେ ସହେି ଗାଈକକ୍ସ୍ଟ ଏକ ଜଳ ଉପତ୍ଯାକାକକ୍ସ୍ଟ ନବେେ ଯେଉଁଠା ରେ ଜଳପ୍ଲାବିତ ହେଉଥିବ ଓ ସହେି ସ୍ଥାନ କବେେ ଗ୍ଭଷ କରାୟାଇ ନ ଥିବ କିଅବା କୌଣସି ବୃକ୍ଷ ସଠାେରେ ଲଗାୟାଇ ନ ଥିବ। ଏହାପରେ ସହେି ଉପତ୍ୟକା ରେ ଉକ୍ତ ବାଛକ୍ସ୍ଟରୀଟିର ବକେକକ୍ସ୍ଟ ଭାଙ୍ଗି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକି ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକି ଆଣି ସେଠାରେ ତାହାର ବେକ ଭାଙ୍ଗିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରର ପ୍ରାଚୀନବର୍ଗମାନେ ସେହି ବାଛୁରିକୁ ଏକ ଜଳ ଉପତ୍ୟକାକୁ ନେବେ ଯେଉଁଠାରେ ଜଳପ୍ଳାବିତ ହେଉଥିବ ଓ ସେହି ସ୍ଥାନ କେବେ ଗ୍ଭଷ କରାଯାଇ ନ ଥିବ କିଅବା କୌଣସି ବୃକ୍ଷ ସେଠାରେ ଲଗାଯାଇ ନ ଥିବ। ଏହା ପରେ ସେହି ଉପତ୍ୟକାରେ ଉକ୍ତ ବାଛୁରିଟିର ବେକକୁ ଭାଙ୍ଗି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।