Deuteronomy 21:5 — Compare Translations

5 translations compared side by side

Odia - 1840
"ଏହାପରେ ଲବେୀ ବଂଶଧର ଯାଜକମାନେ ତାହା ନିକଟକକ୍ସ୍ଟ ଆସିବେ କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ସବୋର୍ଥେ ଓ ସଦାପ୍ରଭୁଙ୍କ ନାମ ରେ ଆଶୀର୍ବାଦ କରଣାର୍େଥ ସମାନଙ୍କେୁ ମନୋନୀତ କରିଅଛନ୍ତି। ଏଣୁ ସମାନଙ୍କେ ବାକ୍ଯ ଅନକ୍ସ୍ଟସା ରେ ପ୍ରେତ୍ୟକକ ବି ରୋଧ ରେ ଓ ଆଘାତ ରେ ବିଗ୍ଭର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେବୀ ବଂଶଧର ଯାଜକମାନେ ତାହା ନିକଟକୁ ଆସିବେ କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି। ଏଣୁ ସେମାନଙ୍କ ବାକ୍ୟ ଅନୁସାରେ ପ୍ରତ୍ୟେକ ବିରୋଧରେ ଓ ଆଘାତରେ ବିଗ୍ଭର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।