Deuteronomy 21:6 — Compare Translations

5 translations compared side by side

Odia - 1840
"ଏହାପରେ ମୃତ ଲୋକର ବନ୍ଧକ୍ସ୍ଟବାନ୍ଧବ ଓ ସହେି ନଗରର ସମସ୍ତ ପ୍ରାଚୀନର୍ଗ, ଉପତ୍ୟକା ରେ ସହେି ବାଛକ୍ସ୍ଟରୀ ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୃତ ଲୋକର ବନ୍ଧୁବାନ୍ଧବ ଓ ସେହି ନଗରର ସମସ୍ତ ପ୍ରଚୀନବର୍ଗ, ଉପତ୍ୟକାରେ ସେହି ବାଛୁରି ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।