Deuteronomy 21:8 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇଶ୍ରାୟେଲର ଲୋକମାନଙ୍କୁ ମକ୍ସ୍ଟକ୍ତ କରିଅଛ, ସମାନଙ୍କେୁ କ୍ଷମା କର। ଆପଣା ଇଶ୍ରାୟେଲ ଲୋକ ମଧିଅରେ ନିରପରାଧର ରକ୍ତପାତ ଦୋଷ ରହିବାକକ୍ସ୍ଟ ଦିଅ ନାହିଁ।' ତହିଁରେ ସମାନଙ୍କେ ପ୍ରତି ସହେି ରକ୍ତପାତ ଦୋଷ କ୍ଷମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ । ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲର ଲୋକମାନଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର। ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ ଦୋଷ ରହିବାକୁ ଦିଅ ନାହିଁ।’ ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ ଦୋଷ କ୍ଷମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ।” ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ। ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;