Deuteronomy 21:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ନିରୀହମାନଙ୍କର ହତ୍ଯା ଜନିତ ପାପ ମାଚେନର ଏହା ହିଁ ପଥ। କାରଣ ତୁମ୍ଭେ ପରମେଶ୍ବରଙ୍କ ଦୃଷ୍ଟି ରେ ଯଥାର୍ଥ କାର୍ୟ୍ଯ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ ନିରୀହମାନଙ୍କର ହତ୍ୟା ଜନିତ ପାପ ମୋଚନର ଏହା ହିଁ ପଥ। କାରଣ ତୁମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କାର୍ଯ୍ୟ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ।