Deuteronomy 22:1 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ଏହା ଦେଖ ଯେ ତୁମ୍ଭର ପଡ଼ୋଶୀମାନଙ୍କର ଗାଈ କିଅବା ମଷେ ବଣା ହାଇେ ୟିବାର, ତୁମ୍ଭେ ନିଶ୍ଚଯ ତାହାକକ୍ସ୍ଟ ତାଙ୍କର ମାଲିକକକ୍ସ୍ଟ ଫରୋଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟାନ୍ୟ ନିୟମଗୁଡ଼ିକ “ଯଦି ତୁମ୍ଭେ ଏହା ଦେଖ ଯେ ତୁମ୍ଭର ପଡ଼ୋଶୀମାନଙ୍କର ଗାଈ କିଅବା ମେଷ ବଣା ହୋଇ ଯିବାର, ତୁମ୍ଭେ ନିଶ୍ଚୟ ତାହାକୁ ତାଙ୍କର ମାଲିକକୁ ଫେରାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ।