Deuteronomy 22:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ବଦଳ ଓ ଗଧ ଏକତ୍ର ୟୋଡି ଗ୍ଭଷ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଡ଼ି ଗ୍ଭଷ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।