Deuteronomy 22:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଶରୀର ରେ ଉତ୍ତରୀଯ ବସ୍ତ୍ର ଗ୍ଭରି ଅଞ୍ଚଳ ରେ ଝକ୍ସ୍ଟଐା ବନାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା ଶରୀରରେ ଉତ୍ତରୀୟ ବସ୍ତ୍ର ଗ୍ଭରି ଅଞ୍ଚଳରେ ଝୁମ୍ପା ବନାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।