Deuteronomy 22:14 — Compare Translations
5 translations compared side by side
Odia - 1840
"ଯଦି ତାହା ବିରକ୍ସ୍ଟଦ୍ଧ ରେ ମନ୍ଦ କଥା ଆରୋପ କରେ ଓ ତା'ର ଦକ୍ସ୍ଟର୍ନାମ କରେ କି, 'ଆମ୍ଭେ ଏହି ସ୍ତ୍ରୀକକ୍ସ୍ଟ ବିବାହ କଲକ୍ସ୍ଟ ମାତ୍ର ସହବାସ କାଳ ରେ ଏହାର କକ୍ସ୍ଟମାରୀତ୍ବ ଲକ୍ଷଣ ପାଇଲକ୍ସ୍ଟ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, ଆମ୍ଭେ ଏହି ସ୍ତ୍ରୀକି ବିବାହ କଲୁ, ମାତ୍ର ସହବାସ କାଳରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତା’ର ଦୁର୍ନାମ କରେ କି, ‘ଆମ୍ଭେ ଏହି ସ୍ତ୍ରୀକୁ ବିବାହ କଲୁ ମାତ୍ର ସହବାସ କାଳରେ ଏହାର କୁମାରୀତ୍ୱ ଲକ୍ଷଣ ପାଇଲୁ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, “ଆମ୍ଭେ ଏହି ସ୍ତ୍ରୀକୁ ବିବାହ କଲୁ, ମାତ୍ର ସହବାସ ସମୟରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;”
Odia IRV 2017 (ଓଡିଆ ବାଇବେଲ)
ଓ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରେ ଓ ତାହାର ଦୁର୍ନାମ କରି କହେ କି, ଆମ୍ଭେ ଏହି ସ୍ତ୍ରୀକି ବିବାହ କଲୁ, ମାତ୍ର ସହବାସ ସମୟରେ ଏହାର କୌମାର୍ଯ୍ୟର ଲକ୍ଷଣ ପାଇଲୁ ନାହିଁ;