Deuteronomy 22:15 — Compare Translations
5 translations compared side by side
Odia - 1840
"ତବେେ ସହେି କନ୍ଯାର ପିତାମାତା ତାହାର କକ୍ସ୍ଟମାରୀତ୍ବର ପ୍ରମାଣ କୌମାର୍ୟ୍ଯର ଚିହ୍ନ ନଇେ ନଗର ଫାଟକରେ ପ୍ରାଚୀନମାନଙ୍କ ନିକଟକକ୍ସ୍ଟ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର ଦ୍ଵାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେହି କନ୍ୟାର ପିତାମାତା ତାହାର କୁମାରୀତ୍ୱର ପ୍ରମାଣ କୌମାର୍ଯ୍ୟର ଚିହ୍ନ ନେଇ ନଗର ଫାଟକରେ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର-ଦ୍ୱାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେହି କନ୍ୟାର ପିତାମାତା ତାହାର କୌମାର୍ଯ୍ୟର ଚିହ୍ନ ନେଇ ନଗର ଦ୍ୱାରରେ ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ଆଣିବେ।