Deuteronomy 22:16 — Compare Translations

5 translations compared side by side

Odia - 1840
"ସହେି କନ୍ଯାର ପିତା ପ୍ରାଚୀନବର୍ଗମାନଙ୍କୁ କହିବେ, 'ଆମ୍ଭେ ଏହି ଲୋକ ସଙ୍ଗ ରେ ଆମ୍ଭ କନ୍ଯାକକ୍ସ୍ଟ ବିବାହ ଦଲେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି କନ୍ୟାର ପିତା ପ୍ରାଚୀନବର୍ଗମାନଙ୍କୁ କହିବେ, ‘ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, “ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି କନ୍ୟାର ପିତା ପ୍ରାଚୀନବର୍ଗଙ୍କୁ କହିବ, ଆମ୍ଭେ ଏହି ଲୋକ ସଙ୍ଗରେ ଆମ୍ଭ କନ୍ୟାକୁ ବିବାହ ଦେଲୁ;