Deuteronomy 22:17 — Compare Translations

5 translations compared side by side

Odia - 1840
"ମାତ୍ର ସେ ତାକକ୍ସ୍ଟ ଘୃଣା କଲା, ଆଉ ଦେଖ, ସେ ତାହା ବିରକ୍ସ୍ଟଦ୍ଧ ରେ ମନ୍ଦକଥା ଆରୋପ କରି କହକ୍ସ୍ଟଛି କି, 'ଆମ୍ଭେ ତକ୍ସ୍ଟମ୍ଭ କନ୍ଯାର କକ୍ସ୍ଟମାରୀତ୍ବ ଲକ୍ଷଣ ପାଇଲକ୍ସ୍ଟ ନାହିଁ।' ମାତ୍ର ଆମ୍ଭ କନ୍ଯାର କକ୍ସ୍ଟମାରୀତ୍ବର ଚିହ୍ନ ଏହି।' ତହକ୍ସ୍ଟଁ ସମାନେେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତ ରେ ସହେି ଲକ୍ସ୍ଟଗା ମଲୋଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାହାକୁ ଘୃଣା କରେ; ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ତାକୁ ଘୃଣା କଲା, ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦକଥା ଆରୋପ କରି କହୁଅଛି କି, “ଆମ୍ଭେ ତୁମ୍ଭ କନ୍ୟାର କୁମାରୀତ୍ୱ ଲକ୍ଷଣ ପାଇଲୁ ନାହିଁ।” ମାତ୍ର ଆମ୍ଭ କନ୍ୟାର କୁମାରୀତ୍ୱର ଚିହ୍ନ ଏହି।’ ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ‘ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ;’ ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି;” ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।