Deuteronomy 22:20 — Compare Translations
5 translations compared side by side
Odia - 1840
"ମାତ୍ର କଥା ଯବେେ ସତ୍ଯ ହବେ ଯେ କନ୍ଯାର କକ୍ସ୍ଟମାରୀତ୍ବର ଚିହ୍ନ ଦଖାେ ନୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ;
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର କଥା ଯେବେ ସତ୍ୟ ହେବ ଯେ କନ୍ୟାର କୁମାରୀତ୍ୱର ଚିହ୍ନ ଦେଖା ନ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର କଥା ଯେବେ ସତ୍ୟ ହୁଏ ଯେ, କନ୍ୟାର କୌମାର୍ଯ୍ୟ ଚିହ୍ନ ଦେଖା ନ ଯାଏ;