Deuteronomy 22:21 — Compare Translations
5 translations compared side by side
Odia - 1840
"ତବେେ ସମାନେେ ସହେି କନ୍ଯାକକ୍ସ୍ଟ ବାହାର କରି ପିତୃ ଗୃହର ଦ୍ବାର ନିକଟକକ୍ସ୍ଟ ଆଣିବେ। ଆଉ ନଗରସ୍ଥ ଲୋକମାନେ ତାକକ୍ସ୍ଟ ପଥର ଫିଙ୍ଗ ହତ୍ଯା କରିବେ। କାରଣ ପିତୃଗୃହ ରେ ୟୌନକ୍ରିଯା ଜନିତ ପାପ ବ୍ଯଭିଗ୍ଭର କରିବାରକ୍ସ୍ଟ ସେ ଇଶ୍ରାୟେଲ ମଧିଅରେ ଦକ୍ସ୍ଟଷ୍କର୍ମ କଲା। ଏହି ଉପାଯ ରେ ତୁମ୍ଭମାନେେ ଇଶ୍ରାୟେଲରକ୍ସ୍ଟ ଦକ୍ସ୍ଟଷ୍କର୍ମ ଦୂର କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ଵାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃ ଗୃହର ଦ୍ୱାର ନିକଟକୁ ଆଣିବେ। ଆଉ ନଗରସ୍ଥ ଲୋକମାନେ ତାକୁ ପଥର ପିଙ୍ଗି ହତ୍ୟା କରିବେ। କାରଣ ପିତୃଗୃହରେ ଯୌନକ୍ରିୟା ଜନିତ ପାପ ବ୍ୟଭିଗ୍ଭର କରିବାରୁ ସେ ଇସ୍ରାଏଲ ମଧ୍ୟରେ ଦୁଷ୍କର୍ମ କଲା। ଏହି ଉପାୟରେ ତୁମ୍ଭେମାନେ ଇସ୍ରାଏଲରୁ ଦୁଷ୍କର୍ମ ଦୂର କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Odia IRV 2017 (ଓଡିଆ ବାଇବେଲ)