Deuteronomy 22:23 — Compare Translations
5 translations compared side by side
Odia - 1840
" ଯବେେ କୌଣସି କକ୍ସ୍ଟମାରୀତ୍ବ କନ୍ଯା ସହିତ କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକକ୍ସ୍ଟ ନଗର ମଧିଅରେ ପାଇ ତାହା ସହିତ ଶଯନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;
Odia Bible ERV 2004 (ପବିତ୍ର ବାଇବଲ)
“ଯେବେ କୌଣସି କୁମାରୀତ୍ୱ କନ୍ୟା ସହିତ କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;
Odia IRV 2017 (ଓଡିଆ ବାଇବେଲ)
ଯେବେ କୌଣସି କନ୍ୟା କୌଣସି ପୁରୁଷ ପ୍ରତି ବାଗ୍ଦତ୍ତା ଥାଏ ଓ କୌଣସି ପୁରୁଷ ତାହାକୁ ନଗର ମଧ୍ୟରେ ପାଇ ତାହା ସହିତ ଶୟନ କରେ;